32.1 C
Bhubaneswar
Friday, April 26, 2024
Homeଓଡିଶାରାଜ୍ୟରେ ଆଉ ଜଣେ କରୋନା ରୋଗୀ ସୁସ୍ଥ

ରାଜ୍ୟରେ ଆଉ ଜଣେ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ରାଜ୍ୟ ପାଇଁ ଏବେ ଏକ ଆଶ୍ୱସ୍ତିର ଖବର ଆସିଛି । ଆଜି ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ତେବେ ସୁସ୍ଥ ହୋଇଥିବା ବ୍ୟକ୍ତି ଜଣକ ଭୁବନେଶ୍ୱରର ବୋଲି ଜଣାପଡିଛି । ଏବେ ଏହାକୁ ମିଶାଇ ମୋଟ ୩୮ ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ବେଳେ ଭୁବନେଶ୍ୱରରେ କେବଳ ୨୬ଟି ଆକ୍ଟିଭ କେସ ରହିଛି । ଅନ୍ୟପଟେ ଭୁବନେଶ୍ୱରର ୧୯ ଜଣ କରୋନା ରୋଗୀ ଚିକିତ୍ସିତ ହେଉଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି । ତେବେ ସମୁଦାୟ ଉପରେ ଏବେ ୭୯ ଜଣ କୋରାନ ରୋଗୀ ଚିକିତ୍ସିତ ହେଉଛନ୍ତି ।

https://onakhabar.com/2020/04/28/new-7-corona-ve-in-odisha/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking