32.1 C
Bhubaneswar
Thursday, March 28, 2024
Homeଓଡିଶାଭଦ୍ରକରେ ଆଉ ଜଣେ କରୋନା ପଜେଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦କୁ ବୃଦ୍ଧି

ଭଦ୍ରକରେ ଆଉ ଜଣେ କରୋନା ପଜେଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦କୁ ବୃଦ୍ଧି

ଭୁବନେଶ୍ୱର : ଭଦ୍ରକରେ ଆଉଜଣେ କରୋନା ପଜେଟିଭ୍ ଚିହ୍ନଟ । ତାଙ୍କର ବୟସ ୪୦ । ଭଦ୍ରକରେ କରୋନା ପଜେଟିଭ୍ ସଂଖ୍ୟା ୧୨କୁ ବୃଦ୍ଧି । ସେ ପଶ୍ଚିମବଙ୍ଗରୁ ଫେରିଥିଲେ । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।  ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୩୩ଜଣ ସୁସ୍ଥ ହୋଇଛନ୍ତି । ଜଣେ ମୃତ୍ୟୁବରଣ କରିଛନ୍ତି । ଅନ୍ୟ ୫୬ଜଣ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
https://onakhabar.com/2020/04/23/two-more-corona-positive-from-balesore/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking