34.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ଆଜି ସକାଳୁ ଆଉ ଜଣେ କରୋନା ରୋଗୀ ଚିହ୍ନଟ, ସୁନ୍ଦରଗଡ଼ରେ ଆକ୍ରାନ୍ତ ସଂଖ୍ୟା ୧୧

ରାଜ୍ୟରେ ଆଜି ସକାଳୁ ଆଉ ଜଣେ କରୋନା ରୋଗୀ ଚିହ୍ନଟ, ସୁନ୍ଦରଗଡ଼ରେ ଆକ୍ରାନ୍ତ ସଂଖ୍ୟା ୧୧

ଭୁବନେଶ୍ୱର : ରାଜ୍ୟରେ ଆଉ ଏକ କରୋନା ରୋଗୀ ଚିହ୍ନଟ । ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ ସୁନ୍ଦରଗଡ଼ ଜିଲ୍ଲାର  ବୋଲି ଦର୍ଶାଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧କୁ ଛୁଇଁଛି । ସେଥିମଧ୍ୟରୁ ୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।  ତାଙ୍କର ଟ୍ରାଭେଲ୍ ହିଷ୍ଟ୍ରି ସଂଗ୍ରହ କରାଯାଉଛି ବୋଲି ଜଣାପଡ଼ିଛି । ଏ ନେଇ ରାଜ୍ୟ ଓ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ୨୪ଘଣ୍ଟାରେ ୨୪୭୦ ନମୂନା ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୧୧୨୮ ନମୂନା ପରୀକ୍ଷା କରାଗଲାଣି । ୧୬୩ଆକ୍ରାନ୍ତଙ୍କ ମଧ୍ୟରୁ ୬୦ଜଣ ସୁସ୍ଥ ହେଲେଣି ।  ଜଣଙ୍କର ମୃତ୍ୟୁ ହୋଇଥିଲାେବେଳ ୧୦୨ଜଣ ଏବେ ଚିକିତ୍ସିତ  ହେଉଛନ୍ତି ।
https://onakhabar.com/2020/05/03/one-more-corona-positive-identified-from-keonjhar/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking