34.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ପୁଣି ଜଣେ କରୋନା ରୋଗୀ ଚିହ୍ନଟ, ସୁନ୍ଦରଗଡ ଜିଲ୍ଲାରେ ସଂଖ୍ୟା ହେଲା ୧୨

ରାଜ୍ୟରେ ପୁଣି ଜଣେ କରୋନା ରୋଗୀ ଚିହ୍ନଟ, ସୁନ୍ଦରଗଡ ଜିଲ୍ଲାରେ ସଂଖ୍ୟା ହେଲା ୧୨

ଭୁବନେଶ୍ୱର: ରାଜ୍ୟରେ ପୁଣି ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣକ ରାଉରକେଲାର ୪୯ ବର୍ଷର ଜଣେ ପୁରୁଷ ବୋଲି ଜଣାପଡିଛି । ତେବେ ସେ ମଧ୍ୟ ପଶ୍ଚିମବଙ୍ଗ ଫେରନ୍ତା ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୪ରେ ପହଂଚିଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ୧୧ ଜଣ ଆକ୍ରାନ୍ତ ଥିଲେ । ହେଲେ ଏବେ ଏହି ସଂଖ୍ୟା ୧୨ରେ ପହଂଚିଛି । ତେବେ ଆଜି ଗୋଟିଏ ଦିନରେ ତିନୋଟି ପର୍ଯାୟରେ ୫ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଇତି ମଧ୍ୟରେ ୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି ।
https://onakhabar.com/2020/05/05/3-more-corona-positive-identified-from-balesore-and-ctc/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking