33.1 C
Bhubaneswar
Thursday, April 25, 2024
Homeଓଡିଶାଭୁବନେଶ୍ୱରରେ ପୁଣି ଜଣେ କରୋନା ପଜେଟିଭ

ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜେଟିଭ

ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି କେନ୍ଦ୍ରାପଡାରୁ ଜଣେ କରୋନା ପଜେଟିଭ ଚିହ୍ନଟ ହେବା ପରେ ଆଜି ଭୁବନେଶ୍ୱର ୟୁନିଟ୍‌-୪, ମଧୁସୂଦନ ନଗରରେ ଜଣେ ୪୫ ବର୍ଷୀୟ ବ୍ୟକ୍ତିଙ୍କ ଠାରେ କରୋନା ପଜେଟିଭ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧ରେ ପହଂଚିଛି ।
https://onakhabar.com/2020/04/07/andhra-pradesh-youth-ends-life-after-cops-seize-cycle-for-violating-lockdown/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking