28.1 C
Bhubaneswar
Wednesday, April 24, 2024
Homeଓଡିଶାରାଜ୍ୟରେ ଆଉ ଜଣେ କରୋନା ପଜେଟିଭ୍ ଚିହ୍ନଟ

ରାଜ୍ୟରେ ଆଉ ଜଣେ କରୋନା ପଜେଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ନୂଆ କରୋନା ପଜିଟିଭ୍ ଚିହ୍ନଟ । ରାଜ୍ୟର ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାର ୭୭ବର୍ଷ ବୟସ  ପୁରୁଷ । ସେ ମଧୁସୁନ୍ଦନନଗର ବୋଲି ଜଣାପଡ଼ିଛି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଖୋର୍ଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୭କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ ୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୦ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି ।
https://onakhabar.com/2020/04/28/new-7-corona-ve-in-odisha/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking