39.1 C
Bhubaneswar
Friday, April 26, 2024
Homeଓଡିଶାରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା

ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଚିନ୍ତା ବଢାଇଲା କରୋନା । ଆଜି ରାଜ୍ୟରେ ପୁଣି ଏକ ମୁଣ୍ଡ ନେଲା କରୋନା । କିଛି ସମୟ ପୂର୍ବରୁ ରାଜ୍ୟରେ ଆଉ ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବା ବେଳେ ଏବେ ଆଉ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ରାଜ୍ୟରେ ଆଜି ଆଉ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ
ମୃତକ ଜଣକ ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷୀୟ ବ୍ୟକ୍ତି ବୋଲି ସୂଚନା ମିଳିଛି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ଅନ୍ୟପଟେ ଆଜି ରାଜ୍ୟରେ ୨୧ଟି ଜିଲ୍ଲାରୁ ଆଉ ୧୩୦ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି ।
https://onakhabar.com/2020/06/05/130-more-corona-positive-case-today-with-one-more-dead/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking