29.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଆସୁଛି ଲଘୁଚାପ । ୧୩ ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ନିକଟରେ ଲଗାତର ଭାବେ ୩ଟି ଲଘୁଚାପ ହେବାରୁ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା । ଯାହାର ଦୁର୍ଦ୍ଦଶା ଏବେ ବି ଲୋକେ ଭୋଗୁଛନ୍ତି । ଦୁର୍ଦ୍ଦଶା ନ ସରୁଣୁ ପୁଣି ଏକ ଲଘୁଚାପ ସୃଷ୍ଟି ହେବା ଏବେ ଚିନ୍ତାର ବିଷୟ ପାଲଟିଛି । ଲଘୁଚାପ ଜନିତ ବର୍ଷା ଯୋଗୁଁ ଅନେକ ଜିଲ୍ଲା ଏବେ ବନ୍ୟା ପ୍ରବାଭିତ ହୋଇ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking