28.1 C
Bhubaneswar
Saturday, April 27, 2024
Homeଓଡିଶା୧୯ରେ ଆସୁଛି ଆଉ ଏକ ଲଘୁଚାପ

୧୯ରେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ସାରା ରାଜ୍ୟରେ ଲଗାଣ ବର୍ଷା ଲାଗିରହିଥିବା ବେଳେ ଅକ୍ଟୋବର ୧୯ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ ହୋଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ତାଜା ଅପଡେଟ ଦିଆଯାଇଛି । ଅନ୍ୟପଟେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଆଜି କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଗଞ୍ଜାମ, ପୁରୀ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାରେ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାବାସୀଙ୍କୁ ସକାଳ ୮ଟା ୩୦ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking