28.1 C
Bhubaneswar
Thursday, September 19, 2024
Homeଦେଶ ବିଦେଶୱାନ ନେସନ ୱାନ ପୋଲକୁ ମଞ୍ଜୁରୀ

ୱାନ ନେସନ ୱାନ ପୋଲକୁ ମଞ୍ଜୁରୀ

ଭୁବନେଶ୍ୱର : ୱାନ ନେସନ ୱାନ ପୋଲକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି । ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ରିପୋର୍ଟକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି । ୱାନ ନେସନ ୱାନ ପୋଲ ପାଇଁ ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ କମିଟି ଗଠିତ ହୋଇଥିଲା ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking