14.1 C
Bhubaneswar
Saturday, December 6, 2025
Homeଦେଶ ବିଦେଶଖୁବଶୀଘ୍ର ୱାନ ନେସନ ୱାନ ପୋଲିସ ୟୁନିଫର୍ମ ପଲିସି

ଖୁବଶୀଘ୍ର ୱାନ ନେସନ ୱାନ ପୋଲିସ ୟୁନିଫର୍ମ ପଲିସି

ନୂଆଦିଲ୍ଲୀ: ଖୁବଶୀଘ୍ର ଲାଗୁ ହେବ ୱାନ ନେସନ ୱାନ  ପୋଲିସ ୟୁନିଫର୍ମ ପଲିସି । ଦେଶରେ ଏଣିକି ପୋଲିସ ମାନଙ୍କର ଗୋଟିଏ ପ୍ରକାରର ୟୁନିଫର୍ମ ରହିବ ।  ଭିନ୍ନ ଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ପୋଲିସ ୟୁନିଫର୍ମ ଆଉ ରହିବ ନାହିଁ । ଓଡିଶା ସମେତ ୧୬ ରାଜ୍ୟ  ଓ କେନ୍ଦ୍ରଶାସିତ ଅଞ୍ଚଳକୁ ତଥ୍ୟ ମାଗିଲା ଗୃହ ମନ୍ତ୍ରାଳୟ । ଆନ୍ଧ୍ର, ଅରୁଣାଚଳ, ଆସାମ, ଗୋଆ, ହିମାଚଳ, ଝାଡଖଣ୍ଡ , କେରଳ, ମଣିପୁର ମେଘାଳୟ ନାଗାଲାଣ୍ଡ, ଓଡିଶା,  ସିକ୍କିମ, ତେଲେଙ୍ଗାନା, ତ୍ରିପୁରା । ଉତ୍ତରାଖଣ୍ଡ ଓ ପଶ୍ଚିମବଙ୍ଗକୁ କେନ୍ଦ୍ର ଗୃହ ମନ୍ତ୍ରାଳୟର ଚିଠି । ନଭେମ୍ବର ୪ ମଧ୍ୟରେ ସମସ୍ତ ତଥ୍ୟ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।  କେନ୍ଦ୍ର ଚିଠି ପରେ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ତଥ୍ୟ ପାଇଁ ଡିଜିପି କଣ୍ଟ୍ରୋଲ ରୁମକୁ ନିର୍ଦ୍ଦେଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking