ବିବାହ ଭୋଜି ଖାଇ ଗୋଟିଏ ପରିବାରର ଜଣେ ମୃତ,୪ ଗୁରୁତର

ମାଲକାନଗିରି: ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକରେ ଅଭାବନୀୟ ଘଟଣା ଘଟିଛି। ବୁଧବାର ବିବାହ ଭୋଜି ଖାଇ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଚାରି ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁଯାୟୀ ମାଥିଲି ବ୍ଲକର ଚାଉଳମେନ୍ଦି ପଞ୍ଚାୟତ ବନ୍ଧଗୁଡା ଗାଁର ଧନ ନାଲିଙ୍କ ସହ ତାଙ୍କର ଚାରି ଜଣ ଶିଶୁ ଏକ ବାହାଘର ଭୋଜି ଖାଇବାକୁ ନୂଆଗୁଡା ଗାଁକୁ ଯାଇଥିଲେ। ଭୋଜି ଖାଇ ଘରକୁ ଫେରିବା ପରେ ସେମାନେ ଅସୁସ୍ଥ ହୋଇପଡିଥିଲେ। … Continue reading ବିବାହ ଭୋଜି ଖାଇ ଗୋଟିଏ ପରିବାରର ଜଣେ ମୃତ,୪ ଗୁରୁତର