ନୂଆଦିଲ୍ଲୀ: ଲୋକସଭାରେ ଉପସ୍ଥାପିତ ହେଲା ଅନଲାଇନ ଗେମିଂ ବିଲ ୨୦୨୫ । ବିଲ ଉପସ୍ଥାପନ କଲେ ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବେଟିଂ ସହ ଜଡିତ ଅନଲାଇନ ଟଙ୍କା ଖେଳକୁ ନିଷିଦ୍ଧ କରିବାକୁ ଲକ୍ଷ୍ୟ ରଖାଯାଇଛି ।