14.1 C
Bhubaneswar
Sunday, December 7, 2025
Homeଓଡିଶା‘୨୫ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ ଖୋଲ’

‘୨୫ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ ଖୋଲ’

ଭୁବନେଶ୍ୱର:  ଅଗଷ୍ଟ ୨୨୫ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗର ଚିଠି ।  ସବୁ ବିଶ୍ୱ ବିଦ୍ୟାଳୟ କୁଳପତିଙ୍କ ସହ ସରକାରୀ ଓ ବେସରକାରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି ।  ଅଗଷ୍ଟ ୨୦ ସୁଦ୍ଧା ଶକ୍ତିଶ୍ରୀ ସାଥୀ ବାଛିବା  ପାଇଁ ପଦକ୍ଷେପ ନେବାକୁ ଉଲ୍ଲେଖ କରାଯାଇଛି ।  ଅଗଷ୍ଟ ୧୪ ସୁଦ୍ଧା ପ୍ରତି ଶ୍ରେଣୀକୁ ପ୍ରତିନିଧିତ୍ୱ କରୁଥିବା ଜଣେ ଛାତ୍ରୀ ବାଛିବାକୁ ନିର୍ଦ୍ଦେଶ ଦିଆଯାଇଛି ।  ପ୍ରତିନିଧିତ୍ୱ ପାଇଁ ୟୁଜି କିମ୍ବା  ପିଜି ଶେଷ ବର୍ଷର ଛାତ୍ରୀ ବାଛିବାକୁ ନିର୍ଦ୍ଦେଶ ଦିଆଯାଇଛି ।  ୬ ଦିନିଆ ଆତ୍ମରକ୍ଷା ତାଲିମ ଆୟୋଜନ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛିି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking