ଝାରସୁଗଡ଼ା: ଭୁଶୁଡିଲା ପାଉଁଶ ପୋଖରୀ l ଝାରସୁଗୁଡା ଜିଲ୍ଲା ଇବ ଥର୍ମାଲସ୍ଥିତ ଓପିଜିସିର ପାଉଁଶ ପୋଖରୀ ଆଜି ସକାଳୁ ଭୁଶୁଡି ପଡିଛି l ମିଳିଥିବା ସୂଚନା ମୁତାବକ ପାଉଁଶ ପୋଖରୀରେ ୨୦ ଫୁଟ ଚଉଡ଼ାର ଘାଇ ସୃଷ୍ଟି ହେବା ପରେ ପାଉଁଶ ସ୍ଲରି ନିକଟସ୍ଥ ଗାଁ ସରଧାପାଲିକୁ ମାଡ଼ିବାରେ ଲାଗିଛି l ବର୍ତ୍ତମାନ ସୁଦ୍ଧା ଗାଁ ବାହାରେ ଥିବା ଚାଷ ଜମିଗୁଡିକ ପାଉଁଶରେ ପୋତି ହୋଇସାରିଥିବାବେଳେ ଏବେ ଗାଁମୁହା ହେଲାଣି ସ୍ଲରି l ଭୟଭୀତ ଗ୍ରାମବାସୀମାନେ ଜିନିଷପତ୍ର … Continue reading ଭୁଶୁଡିଲା ଓପିଜିସି ପାଉଁଶ ପୋଖରୀ
Copy and paste this URL into your WordPress site to embed
Copy and paste this code into your site to embed