25.1 C
Bhubaneswar
Sunday, December 21, 2025
Homeଓଡିଶାବିରୋଧୀଙ୍କ ହଙ୍ଗାମା, ଗୃହ ମୁଲତବୀ

ବିରୋଧୀଙ୍କ ହଙ୍ଗାମା, ଗୃହ ମୁଲତବୀ

ଭୁବନେଶ୍ୱର: ବିରୋଧୀଙ୍କ ହଙ୍ଗାମାରୁ ଚାଲିପାରିଲାନି ପ୍ରଶ୍ନକାଳ । ଗୃହରେ ବିଜେଡି ଓ କଂଗ୍ରେସ ସଦସ୍ୟଙ୍କ ନାରାବାଜି । ହଟ୍ଟଗୋଳ ଯୋଗୁଁ ଗୃହକୁ ମୁଲତବି ରଖିଲେ ବାଚସ୍ପତି । ଦିନ ୧୨ ଟା ଯାଏଁ ଗୃହ ମୁଲତବୀ ରଖିଲେ ବାଚସ୍ପତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking