26.1 C
Bhubaneswar
Friday, July 5, 2024
Homeଓଡିଶାବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା

ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା

ଭୁବନେଶ୍ୱର: ବିଧାନସଭା ପ୍ରଶ୍ନକାଳରେ ବିରୋଧୀଙ୍କ ହୋହାଲ୍ଲା ଓ ହଟ୍ଟଗୋଳ ଦେଖିବାକୁ ମିଳିଛି । ନବ ଦାସ ହତ୍ୟା ଘଟଣାରେ ବିଜେପି ଓ କଂଗ୍ରେସ ସଦସ୍ୟଙ୍କ ହୋହାଲ୍ଲା ଦେଖିବାକୁ ମିଳିଛି ।  ହତ୍ୟାକାଣ୍ଡର ମୋଟିଭ ସ୍ପଷ୍ଟ ହେଉନଥିବାରୁ ହଟ୍ଟଗୋଳ । ଏଥିପାଇଁ ଗୃହକୁ ୧୧ଟା ୩୦ ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking