28.1 C
Bhubaneswar
Saturday, May 11, 2024
Homeବ୍ରେକୀଙ୍ଗଅଂଗଦାନ ଓ ରକ୍ତଦାନ ଶିବିର ଅନୁଷ୍ଠିତ

ଅଂଗଦାନ ଓ ରକ୍ତଦାନ ଶିବିର ଅନୁଷ୍ଠିତ

ଯାଜପୁର: ଯାଜପୁର ଜିଲା ହରିପୁର ସ୍କୁଲ ପରିସରରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ସ୍ୱେଚ୍ଛାକୃତ ଅଂଗଦାନ ଓ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଶରତ ଚନ୍ଦ୍ର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏକ ସଭାରେ ସ୍ୱେଚ୍ଛାସେବୀ ଅଭିମନ୍ୟୁ ଦାସ ଏବଂ ସମାଜସେବୀ ପ୍ରଭାସ ଚନ୍ଦ୍ର ଆଚାର୍ଯ୍ୟ ଯୋଗ ଦେଇ ଅନୁଷ୍ଠାନର ଏଭଳି କାର୍ଯ୍ୟକୁ ବେଶ ପ୍ରଶଂସା କରିଥିଲେ । ଏହି ଶିବିରରେ ଅନେକ ସ୍ୱେଚ୍ଛାସେବୀ ରକ୍ତଦାନ ଓ ଅଂଗଦାନ କରିଥିଲେ । ଏହି ଅବସରରେ ଉଭୟ ଅଭିମନ୍ୟୁ ଦାସ ଏବଂ ପ୍ରଭାସ ଆଚାର୍ଯ୍ୟଙ୍କୁ ନୂଆ ଆଲୋକ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking