ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ଭୁବନେଶ୍ୱର : ଓଡ଼ିଶା ବିଧାନସଭାରେ ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡିର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ । ଆଜି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସନ୍ଧ୍ୟା ୭.୩୧ରେ ତାଙ୍କର ପରଲୋକ ହୋଇଛି । ଗତକିଛି ଦିନ ହେବ ଅସୁସ୍ଥତା କାରଣରୁ ଚିକିତ୍ସିତ ହେଉଥିଲେ । ଆଜି ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ସେ ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିଲେ । ସେ ବିଜେଡି ଟିକେଟରେ ବିଧାୟକ ଭାବେ … Continue reading ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ