‘ଓସ୍କାର୍‌’ ପାଇଲା ‘ଆର୍‌ଆର୍‌ଆର୍‌’ର ‘ନାଟୁ ନାଟୁ’ ଗୀତ

ନୂଆଦିଲ୍ଲୀ: ଭାରତୀୟ ଚଳଚ୍ଚିତ୍ର ‘ଆର୍‌ଆର୍‌ଆର୍‌’ର ‘ନାଟୁ ନାଟୁ’ ଗୀତ ୯୫ତମ ‘ଏକାଡେମି ଆୱାର୍ଡସ୍‌’ରେ ‘ବେଷ୍ଟ୍‌ ଅରିଜିନାଲ୍‌ ସଙ୍ଗ୍‌’ ବର୍ଗରେ ‘ଓସ୍କାର୍‌’ ବିଜୟୀ ହୋଇଛି। ଏଥିସହ ଏହି ବର୍ଗରେ ଓସ୍କାର ଲାଭ କରିବାରେ ପ୍ରଥମ ଭାରତୀୟ ଫିଚର ଫିଲ୍ମ ଭାବେ ‘ଆର୍‌ଆର୍‌ଆର୍‌’ ଇତିହାସ ସୃଷ୍ଟି କରିଛି। ଏହି ବର୍ଗରେ ‌ଅନ୍ୟାନ୍ୟ ନୋମିନି ଥିଲେ, ‘ଟେଲ୍‌ ଇଟ୍‌ ଲାଇକ୍‌ ଏ ଉମାନ୍‌’ର ‘ଆପ୍ଲାଉଜ୍‌’, ‘ଟପ୍‌ ଗନ୍: ମାଭେରିକ୍‌’ର ‘ହୋଲ୍‌ଡ୍‌ ମାଇଁ ହ୍ୟାଣ୍ଡ୍‌’, ‘ବ୍ଲାକ୍‌ ପାନ୍ଥର୍‌: ୱାକାଣ୍ଡା ଫର୍‌ଏଭର୍‌’ର ‘ଲିଫ୍ଟ୍‌ ମି … Continue reading ‘ଓସ୍କାର୍‌’ ପାଇଲା ‘ଆର୍‌ଆର୍‌ଆର୍‌’ର ‘ନାଟୁ ନାଟୁ’ ଗୀତ