30.1 C
Bhubaneswar
Saturday, September 28, 2024
Homeଓଡିଶାଓସେପା ର ମେରିଟ୍ ଲିଷ୍ଟ କାଏମ

ଓସେପା ର ମେରିଟ୍ ଲିଷ୍ଟ କାଏମ

କଟକ: ହାଇକୋର୍ଟରେ କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା । ଓସେପା ର ର ମେରିଟ୍ ଲିଷ୍ଟକୁ କାଏମ ରଖିଛନ୍ତି ହାଇକୋର୍ଟ । ଜଣିଖିଆ ଖଣ୍ଡପୀଠଙ୍କ ରାୟ ସଂଶୋଧନ କରିଛନ୍ତି ଡିଭିଜନ ବେଞ୍ଚ । ତେବେ କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାର ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ମେରିଟ୍ ଲିଷ୍ଟ ଆଧାରରେ ଶିକ୍ଷକ ନିଯୁକ୍ତି କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ, ଜିଲ୍ଲାଓ୍ୱାରୀ କନିଷ୍ଠ ଶିକ୍ଷକ ନିଯୁକ୍ତି ଅପିଲ କରି ହାଇକୋର୍ଟରେ ଏକାଧିକ ମାମଲା ହୋଇଥିଲା । ମାମଲାର ଶୁଣାଣୀ କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking