27.5 C
Bhubaneswar
Monday, July 22, 2024
Homeଓଡିଶାପ୍ରକାଶ ପାଇଲା ଓଏସଏସଟିଇଟି ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଏସଏସଟିଇଟି ପରୀକ୍ଷା ଫଳ

ଭୁବନେଶ୍ୱର : ପ୍ରକାଶ ପାଇଲା ଓଏସଏସଟିଇଟି ପରୀକ୍ଷା ଫଳ । www.bseodisha.ac.in ମାଧ୍ୟମରେ ରେଜଲ୍ଟ ଉପଲବ୍ଧ ହେଉଛି ଯାହାକୁ ପରୀକ୍ଷାର୍ଥୀ ଦେଖିପାରିବେ । ୱେବ୍‌ସାଇଟରୁ ଡିଜିଟାଲ ସାର୍ଟିଫିକେଟ ପାଇପାରିବେ ପରୀକ୍ଷାର୍ଥୀ । ଓଏସଏସଟିଇଟି ହେଉଛି ଓଡ଼ିଶା ସେକେଣ୍ଡାରୀ ସ୍କୁଲ୍ ଶିକ୍ଷକ ଯୋଗ୍ୟତା ପରୀକ୍ଷା । ବୋର୍ଡ ପକ୍ଷରୁ ଏହି ପରୀକ୍ଷା ଚଳିତ ବର୍ଷ ଜାନୁୟାରୀରେ ହୋଇଥିଲା । ରାଜ୍ୟରେ ୪୭ ହଜାର ୭୮୪ ପରୀକ୍ଷାର୍ଥୀ ୧୬୫ ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking