29.1 C
Bhubaneswar
Friday, July 11, 2025
Homeଓଡିଶାଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କରୋନା ପଜିଟିଭ୍‌

ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କରୋନା ପଜିଟିଭ୍‌

ଭୁବନେଶ୍ୱର:ଆଜି ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଅଧ୍ୟକ୍ଷା ଶ୍ରୀମୟୀ ଶ୍ୱେତା ସ୍ନିଗ୍ଧା ମିଶ୍ର  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।ଏ ନେଇ ଶ୍ରୀମତୀ ମିଶ୍ର ନିଜେ ଟୁଇଟ୍‌ କରି  ସୂଚନା ଦେଇଛନ୍ତି।
ସେ କହିଛନ୍ତି,  ମୁଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି ଏବଂ ଭଗବାନ ଜଗନ୍ନାଥଙ୍କ କୃପାରୁ ଭଲରେ ଅଛି।

 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking