ଭୁବନେଶ୍ୱର : ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚର ତନାଘନା। ଆଉ ୩ ଜଣଙ୍କୁ ଉଠାଇ ଆଣି ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ। କଳାହାଣ୍ଡିରୁ ଜଣେ, କୋରାପୁଟରୁ ୨ ଜଣଙ୍କୁ ଉଠାଇ ଆଣି ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ। ୪ ଶିକ୍ଷକଙ୍କ ସମେତ ୬ ଜଣଙ୍କୁ ଗିରଫ କରିସାରିଛି କ୍ରାଇମବ୍ରାଞ୍ଚ। ୬ ଗିରଫଙ୍କ ମଧ୍ୟରେ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ମାଷ୍ଟରମାଇଣ୍ଡ।










