29.1 C
Bhubaneswar
Thursday, May 9, 2024
Homeଓଡିଶାପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

ଭୁବନେଶ୍ବର: ପ୍ରକାଶ ପାଇଲା ଓଡିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ (ଓଟିଇଟି) ପରୀକ୍ଷା ଫଳ। ମାଧ୍ୟମିକ ଶିକ୍ଷା ପରିଷଦର ୱେବ୍ ସାଇଟ୍ www.bseodisha.ac.in ରେ ପରୀକ୍ଷା ଫଳ ଉପଲବ୍ଧ ହୋଇଛି । ପରୀକ୍ଷାର୍ଥୀମାନେ ରୋଲନମ୍ବର ଓ ମୋବାଇଲ ନମ୍ବର ଦେଇ ପରୀକ୍ଷା ଫଳ ଦେଖି ପାରିବେ।

ଆଶ୍ରମ ସ୍କୁଲରେ ୨୪ ଜଣ ଛାତ୍ର ଛାତ୍ରୀ ଅସୁସ୍ଥ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking