30.1 C
Bhubaneswar
Wednesday, April 24, 2024
HomeଓଡିଶାOTV ସିଏଫ୍ଓଙ୍କୁ ଉଠାଇ ନେଲା କ୍ରାଇମ୍‌ବ୍ରାଞ୍ଚ

OTV ସିଏଫ୍ଓଙ୍କୁ ଉଠାଇ ନେଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର: ଓଟିଭି ସିଏଫ୍ଓଙ୍କୁ ଉଠାଇ ନେଲା କ୍ରାଇମ୍‌ବ୍ରାଞ୍ଚ। ଖୋର୍ଦ୍ଧା ଜିଲ୍ଲା ସାରୁଅ ଜମି କିଣାବିକା ମାମଲାରେ ଓଟିଭି ସିଏଫ୍ଓ ମନୋରଞ୍ଜନ ଷଡ଼ଙ୍ଗୀଙ୍କୁ କ୍ରାଇମ୍‌ବ୍ରାଞ୍ଚ ଉଠାଇ ନେଇଛି। କୌଣସି ନୋଟିସ୍ ନ ଦେଇ ତାଙ୍କୁ ଉଠାଇ ନେଇଥିବା ଜଣାପଡ଼ିଛି। ଏହା ଆଗରୁ ମଧ୍ୟ ମନୋରଞ୍ଜନ ଷଡ଼ଙ୍ଗୀଙ୍କୁ ଓଟିଭି ଅଫିସ୍‌ରେ ପଚରାଉଚରା କରାଯାଇଥିଲା। ଖୋର୍ଦ୍ଧା ଜିଲ୍ଲା ବାଘମାରି ଥାନାକୁ ଡାକି ମଧ୍ୟ ପଚରା ଉଚରା କରାଯାଇଥିଲା। ଅଧିକ ତଦନ୍ତ ପାଇଁ ନିଆଯାଇଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking