୨୫ ବର୍ଷରେ ବିକଶିତ ଭାରତ ଗଠନ ଆମର ଲକ୍ଷ୍ୟ : ମୋଦୀ

ନୂଆଦିଲ୍ଲୀ: ସଂସଦର ବଜେଟ୍ ଅଧିବେଶନର ଶେଷ ଦିନରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ । ଅଯୋଧ୍ୟାରେ ନିର୍ମିତ ଭବ୍ୟ ରାମ ମନ୍ଦିରକୁ ନେଇ ଆଲୋଚନା ଚାଲିବ ସହିତ ଗତ ୫ ବର୍ଷ ମଧ୍ୟରେ ଦେଶର ସେବାରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଲୋକସଭାରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଆଜି ଦେଶ ଏକ ନୂଆ ଆତ୍ମବିଶ୍ୱାସ ଅନୁଭବ କରୁଛି। ଗତ ପାଞ୍ଚ ବର୍ଷ ରେ ସଂସ୍କାର, ପରିବର୍ତ୍ତନ ଏବଂ କାର୍ଯ୍ୟଦକ୍ଷତା ଉପରେ ଗୁରୁତ୍ବ … Continue reading ୨୫ ବର୍ଷରେ ବିକଶିତ ଭାରତ ଗଠନ ଆମର ଲକ୍ଷ୍ୟ : ମୋଦୀ