୨,୦୦୦ ଉପରେ ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ
ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୨୦୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୨,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୦୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୧୦୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ … Continue reading ୨,୦୦୦ ଉପରେ ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ
Copy and paste this URL into your WordPress site to embed
Copy and paste this code into your site to embed