42.1 C
Bhubaneswar
Saturday, April 27, 2024
Homeଓଡିଶାନବୀନ ନିବାସରେ ସମ୍ବଲପୁର ଲୋକସଭା କ୍ଷେତ୍ରର ସମୀକ୍ଷା

ନବୀନ ନିବାସରେ ସମ୍ବଲପୁର ଲୋକସଭା କ୍ଷେତ୍ରର ସମୀକ୍ଷା

ବ୍ୟୁରୋ: ଆଜି ନବୀନ ନିବାସରେ ସମ୍ବଲପୁର ଲୋକସଭା କ୍ଷେତ୍ରର ସମୀକ୍ଷା । ବୈଠକରେ ସମ୍ବଲପୁର ସଂସଦୀୟ କ୍ଷେତ୍ରର ବରିଷ୍ଠ ନେତା ଓ ପର୍ଯ୍ୟବେକ୍ଷକ ଉପସ୍ଥିତ ଅଛନ୍ତି । ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ନବ ଦାସଙ୍କ ପୁଅ ବିଶାଳ ଦାସ, ବଣେଇର ପୂର୍ବତନ ବିଧାୟକ ଭୀମସେନ ଚୌଧୁରୀ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା ସାମିଲ ହୋଇଛନ୍ତି ।

ସେହିପରି ସୁନ୍ଦରଗଡ଼ର ପୂର୍ବତନ ବିଧାୟକ ଯୋଗେଶ ସିଂ, ବିଜେଡତ ନେତା ମଙ୍ଗଳା କିଷାନ, ସୁନ୍ଦରଗଡ଼ ପର୍ଯ୍ୟବେକ୍ଷକ ପ୍ରୀତିରଞ୍ଜନ ଘଡ଼ାଇ, ସାରଦା ନାୟକ ଓ ଦିଲ୍ଲୀପ ତିର୍କୀ ପ୍ରମୁଖ ଉପସ୍ଥିତ ଅଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking