34.1 C
Bhubaneswar
Friday, March 20, 2026
Homeଦେଶ ବିଦେଶପଦ୍ମ ପୁରସ୍କାର ଘୋଷଣା

ପଦ୍ମ ପୁରସ୍କାର ଘୋଷଣା

ନୂଆଦିଲ୍ଲୀ: ୨୦୨୬ ମସିହା ପାଇଁ ପଦ୍ମ ପୁରସ୍କାର ଘୋଷଣା। ୫ ଜଣଙ୍କୁ ପଦ୍ମ ବିଭୂଷଣ, ୧୩ ଜଣଙ୍କୁ ପଦ୍ମ ଭୂଷଣ ଓ ୧୧୩ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନ । ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପୁରସ୍କାର ମିଳିବ। କେରଳର କେଟି ଥୋମାସ୍ ଓ ପି. ନାରାୟଣନଙ୍କୁ ପଦ୍ମ ବିଭୂଷଣ ପୁରସ୍କାର ମିଳିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍ ଅଚ୍ଚ୍ୟୁତାନନ୍ଦନଙ୍କୁ ପଦ୍ମ ବିଭୂଷଣ ପୁରସ୍କାର ମିଳିବ। ଉତ୍ତର ପ୍ରଦେଶର ଏନ୍. ରାଜମଙ୍କୁ ପଦ୍ମ ବିଭୂଷଣ ସମ୍ମାନ ପାଇବେ। ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପଦ୍ମ ପୁରସ୍କାର ମିଳିବମିଳିବ। ସାହିତ୍ୟ, ଶିକ୍ଷା, ଚିକିତ୍ସା, କଳା ସହ ଜଡ଼ିତ ବ୍ୟକ୍ତି ବିଶେଷଙ୍କ ନାଁ ଘୋଷଣା କରାଯାଇଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking