18.1 C
Bhubaneswar
Saturday, December 6, 2025
Homeଓଡିଶାପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ

ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ

ସମ୍ବଲପୁର: ବିଶିଷ୍ଟ ସାହିତ୍ୱିକ ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ । ୯୧ ବର୍ଷ ବୟସରେ ଆଖି ବୁଜିଲେ ପଦ୍ମଶ୍ରୀ ବିନୋଦ ପଶାୟତ । ସମ୍ବଲପୁର ସଦର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି ।  ବାର୍ଧକ୍ୟ ଜନିତ ରୋଗରେ ପୀଡିତ ହୋଇ ଚିକିତ୍ସିତ ଥିଲେ । ବିନୋଦ ପଶାୟତ ଗୀତିନାଟ୍ୟରେ ପଦ୍ମଶ୍ରୀ ପୁରସ୍କାର ପାଇଥିଲେ । ୨୦୨୪ ଜାନୁଆରିରେ ସମ୍ମାନିତ କରିଥିଲେ କେନ୍ଦ୍ର ସରକାର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking