29.1 C
Bhubaneswar
Friday, June 13, 2025
Homeଓଡିଶା୪ ଦ୍ବାର ଖୋଲିବା ନେଇ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ କୃତଜ୍ଞତା

୪ ଦ୍ବାର ଖୋଲିବା ନେଇ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ କୃତଜ୍ଞତା

ପୁରୀ: ଶ୍ରୀମନ୍ଦିର ୪ ଦ୍ବାର ଖୋଲାଯିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବାଲୁକା କଳା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ କୃତଜ୍ଞତା ଜଣାଇଛନ୍ତି। ସେ ନିଜ ଏକ୍ସ ହ୍ୟାଣ୍ଡେଲରେ କହିଛନ୍ତି ପ୍ରତିଶ୍ରୁତି ଅନୁସାରେ ଶ୍ରୀଜଗନ୍ନାଥ ମନ୍ଦିରର ଚାରୋଟି ଫାଟକ ଖୋଲାଯାଇଥିବାରୁ ଶ୍ରଦ୍ଧାଳୁମାନଙ୍କ ମନରେ ଅପାର ଆନନ୍ଦ ସୃଷ୍ଟି ହେବା ସହିତ ଶ୍ରୀଜିଉଙ୍କ ଦର୍ଶନରେ ସୁବିଧା ହୋଇ ପାରିଛି।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking