26.1 C
Bhubaneswar
Wednesday, May 8, 2024
Homeଓଡିଶାପଦ୍ମଶ୍ରୀ ତୁଳସୀ ମୁଣ୍ଡା ଅସୁସ୍ଥ

ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଅସୁସ୍ଥ

କେନ୍ଦୁଝର : ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଅସୁସ୍ଥ ହୋଇପଡ଼ିଛନ୍ତି । ବଡ଼ବିଳ ସ୍ଥିତ ନିଜ ଆଶ୍ରମରେ ଥିବାବେଳେ ପୂର୍ବ ଥର ଭଳି ପୁଣି ନିଶ୍ୱାସ ନେବାରେ ଅସୁବିଧା ଅନୁଭବ କରିଥିଲେ । ତାଙ୍କୁ ତୁରନ୍ତ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାଯାଇଛି । ପୂର୍ବ ଥର ମଧ୍ୟ ତାଙ୍କର ଏପରି ନିଶ୍ୱାସ ନେବାରେ ଅସୁବିଧା ଦେଖା ଦେଇଥିଲା । ମାତ୍ର ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟରେ ଟିକିଏ ସୁଧାର ଆସିଥିଲା । ରବିବାର ପୁଣି ଥରେ ତାଙ୍କର ସ୍ୱାସ୍ଥ୍ୟ ବିଗିଡିଥିବା ଖବର ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking