ଦିଲ୍ଲୀପ ତିର୍କୀ ହକି ଇଣ୍ଡିଆ ସଭାପତି

ଭୁବନେଶ୍ୱର : ହକି ଇଣ୍ଡିଆର ସଭାପତି ହେଲେ ପଦ୍ମଶ୍ରୀ ଦିଲୀପ ତିର୍କୀ । ବିନା ପ୍ରତିଦ୍ବନ୍ଦ୍ୱିତାରେ ଦିଲୀପ ତିର୍କୀ ଏହି ପଦ ପାଇଁ ନିର୍ବାଚିତ ହୋଇଛନ୍ତି । ଶୁକ୍ରବାର ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ ସେ ବିନା କୌଣସି ପ୍ରତିଦ୍ୱନ୍ଦ୍ୱିତାରେ ସଭାପତି ନିର୍ବାଚିତ ହୋଇଛନ୍ତି। ଏହା ପୂର୍ବରୁ ଭାରତର ପୂର୍ବତନ ହକି ଅଧିନାୟକ ଦିଲୀପ ତିର୍କୀ ରବିବାର ହକି ଇଣ୍ଡିଆର ସଭାପତି ପଦ ପାଇଁ ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ । ଦିଲୀପ ତିର୍କୀ … Continue reading ଦିଲ୍ଲୀପ ତିର୍କୀ ହକି ଇଣ୍ଡିଆ ସଭାପତି