14.1 C
Bhubaneswar
Sunday, December 7, 2025
Homeଓଡିଶା୫ଟି ନାଁରେ ଭଙ୍ଗା କାନ୍ଥରେ ରଙ୍ଗ: ମୁଖ୍ୟମନ୍ତ୍ରୀ

୫ଟି ନାଁରେ ଭଙ୍ଗା କାନ୍ଥରେ ରଙ୍ଗ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କ୍ୟାବିନେଟ ବୈଠକରେ ପରେ ପୂର୍ବ ସରକାରକୁ ମୁଖ୍ୟମନ୍ତ୍ରୀ ଟାର୍ଗେଟ କରିଛନ୍ତି । କହିଛନ୍ତି, ପୂର୍ବ ସରକାରରେ ଭୁଶୁଡିଥିଲା ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ।  ୫ଟି ନାଁରେ ଭଙ୍ଗା କାନ୍ଥରେ ରଙ୍ଗ ମାରୁଥିଲେ ପୂର୍ବ ସରକାର । ଭିତ୍ତିଭୂମୀ ବିକାଶ ହୋଇନଥିଲା, ଆମ ସରକାର ନୂଆ ଶିକ୍ଷାନୀତି ଲାଗୁ କରିଛନ୍ତି । ପ୍ରତି ପଞ୍ଚାୟତରେ ପ୍ରତିଷ୍ଠା ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ସ୍କୁଲ । ପ୍ରଥମ ପର୍ଯ୍ୟାର‌୍ୟରେ ୩ ବର୍ଷ  ପଯ୍ୟନ୍ତ ୨ ହଜାର ୨୦୦ଟି ସ୍କୁଲ ନିର୍ମିତ ହେବ । ଏଥିପାଇଁ ଖର୍ଚ୍ଚ ହେବ ୧୨୦୦ କୋଟି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking