30.1 C
Bhubaneswar
Saturday, September 21, 2024
Homeଦେଶ ବିଦେଶଅନୁପ୍ରବେଶ ଉଦ୍ୟମ କରି ପାକ୍ ଆତଙ୍କବାଦୀ ମୃତ

ଅନୁପ୍ରବେଶ ଉଦ୍ୟମ କରି ପାକ୍ ଆତଙ୍କବାଦୀ ମୃତ

ଶ୍ରୀନଗର: ଜମ୍ମୁ-କଶ୍ମୀରର କୁପୱାଡା ଜିଲ୍ଲାରେ ଭାରତକୁ ଅନୁପ୍ରବେଶ ଉଦ୍ୟମ କରୁଥିବାବେଳେ ବୁଧବାର ବିଳମ୍ବିତ ରାତିରେ ବିଏସ୍‌ଏଫ୍ ଯବାନଙ୍କ ଗୁଳିରେ ଜଣେ ପାକିସ୍ତାନୀ ଆତଙ୍କବାଦୀ ପ୍ରାଣ ହରାଇଥିବା ଜଣାପଡିଛି । ବିଏସ୍‌ଏଫ୍ ଓ ଜମ୍ମୁ-କଶ୍ମୀର ପୁଲିସର ମିଳିତ ବାହିନୀ ସୈଦପୋରୋ ଆଗୁଆ ଘାଟି ନିକଟରେ ପାଟ୍ରୋଲିଂ କରୁଥିବାବେଳେ ଏଲଓସି ନିକଟରେ କିଛି ଲୋକ ସନ୍ଦେହଜନକଭାବେ ଚଳପ୍ରଚଳ କରୁଥିବା ଲକ୍ଷ୍ୟ କରିଥିଲେ । ସେମାନଙ୍କ ମଧ୍ୟରୁ ଜଣେ ଅନୁପ୍ରବେଶ ଉଦ୍ୟମ କରୁଥିବାବେଳେ ଯବାନଙ୍କ ଗୁଳିରେ ପ୍ରାଣ ହରାଇଥିବା କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking