33.1 C
Bhubaneswar
Wednesday, May 7, 2025
Homeଓଡିଶାପାକିସ୍ତାନଙ୍କ ପ୍ରତ୍ୟର୍ପଣ ପ୍ରକ୍ରିୟା ଆରମ୍ଭ: ମନ୍ତ୍ରୀ

ପାକିସ୍ତାନଙ୍କ ପ୍ରତ୍ୟର୍ପଣ ପ୍ରକ୍ରିୟା ଆରମ୍ଭ: ମନ୍ତ୍ରୀ

ଭୁବନେଶ୍ୱର: ଓଡିଶାରେ ଥିବା ପାକିସ୍ତାନୀଙ୍କୁ ତାଙ୍କ ଦେଶକୁ ପ୍ରତ୍ୟାର୍ପଣ ପାଇଁ ଦେଶକୁ ପ୍ରତ୍ୟାର୍ପଣ ପାଇଁ ପ୍ରକ୍ରିୟା ଆରମ୍ଭ । ପ୍ରତ୍ୟାର୍ପଣ ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା । କହିଛନ୍ତି ସମସ୍ତ ପାକିସ୍ତାନୀ ନାଗରିକଙ୍କୁ ଚିହ୍ନଟ କରାଯାଇଛି । ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି, କୌଣସି ବିବାଦ ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking