27.5 C
Bhubaneswar
Monday, July 22, 2024
Homeଅପରାଧପାଲା ଗାୟିକାଙ୍କୁ ପଥରରେ ଛେଚି ହତ୍ୟା

ପାଲା ଗାୟିକାଙ୍କୁ ପଥରରେ ଛେଚି ହତ୍ୟା

କେନ୍ଦୁଝର: ପାଲା ଗାୟିକାଙ୍କୁ ପଥରରେ ଛେଚି ହତ୍ୟା । କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନା ବିନିଦା ଗ୍ରାମରେ ପୂର୍ବତନ ସମିତି ସଭ୍ୟା ତଥା ପାଲା ଗାୟିକା ସତ୍ୟଭାମା ସିଂହଙ୍କୁ ପଥରରେ ଛେଚି ହତ୍ୟା । ଘର ଠାରୁ ୩୦୦ ମିଟର ଦୂରରେ ସତ୍ୟଭାମାଙ୍କୁ ହତ୍ୟା କରାଯାଇଛି । ସକାଳେ ଘଟଣା ସ୍ଥଳରେ ପଣ୍ଡାପଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସତ୍ୟଭାମା ସିଂ ପୂର୍ବରୁ ସମିତି ସଭ୍ୟା ଥିଲେ । କେହି ଦୁର୍ବୁତ୍ତ ତାଙ୍କୁ ପଥରରେ ଛେଚି ହତ୍ୟା କରିଛି।

+୨ ନାମଲେଖା : ଆଜିଠୁ ଆବେଦନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking