ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ମଦ, ବନ୍ଧୁକ, ଅସ୍ତ୍ରଶସ୍ତ୍ର ଉପରେ ନିଷେଧାଦେଶ ଜାରି

ଭୋଟ ଦିନ ସବୈତନିକ ଛୁଟି କର ଭୁବନେଶ୍ୱର:  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ଉପରେ ରାଜ୍ୟ ନିର୍ବାଚନ ଆୟୋଗ ଗୁରୁତ୍ୱାରୋପ କରିଛନ୍ତି । ମତଦାନର ୪୮ ଘଣ୍ଟା ପୂର୍ବରୁ ଏବଂ ମତଦାନ ପରଦିନ ପର୍ଯ୍ୟନ୍ତ ଯେଉଁ ସ୍ଥାନରେ ନିର୍ବାଚନ ହେଉଥିବ, ସେଠାରେ ମଦର ବିକ୍ରୟ ଓ ବଣ୍ଟନ ଉପରେ ନିଷେଧାଦେଶ ଜାରି ହୋଇଛି । କେବଳ ମଦ ନୁହେଁ ବନ୍ଧୁକ, ଅସ୍ତ୍ରଶସ୍ତ୍ର ଉପରେ ବି ନିଷେଧାଦେଶ କରାଯାଇଛି । ଉଲ୍ଲଙ୍ଘନ କଲେ ତୁରନ୍ତ … Continue reading ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ମଦ, ବନ୍ଧୁକ, ଅସ୍ତ୍ରଶସ୍ତ୍ର ଉପରେ ନିଷେଧାଦେଶ ଜାରି