21.1 C
Bhubaneswar
Saturday, December 6, 2025
Homeଓଡିଶାମାର୍ଚ୍ଚ ୫ରେ ପାଳନ ହେବନି ପଞ୍ଚାୟତିରାଜ ଦିବସ

ମାର୍ଚ୍ଚ ୫ରେ ପାଳନ ହେବନି ପଞ୍ଚାୟତିରାଜ ଦିବସ

ଭୁବନେଶ୍ୱର : ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ । ମାର୍ଚ୍ଚ ୫ରେ ପାଳନ ହେବନି ପଞ୍ଚାୟତିରାଜ ଦିବସ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ସୂଚନା ମିଳିଛି । ପଞ୍ଚାୟତିରାଜ ଦିବସ ପାଳନରେ ଅସଙ୍ଗତ ଦୂର କରିବାକୁ ପ୍ରୟାସ । ଅଲଗା ଅଲଗା ପାଳନ ହେବନି ଜାତୀୟ ଓ ରାଜ୍ୟସ୍ତରୀୟ ଉତ୍ସବ ।

ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ । ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମାର୍ଚ୍ଚ ୫କୁ ବିଜୁ ପଟ୍ଟନାୟକ ଜୟନ୍ତୀ ଭାବେ ପାଳନ ହେବ । କିନ୍ତୁ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବନି । ୨୦୨୦ରୁ ମାର୍ଚ୍ଚ ୫କୁ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରାଯାଉଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking