40.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗପିସିସି ପକ୍ଷରୁ ପଣ୍ଡିତ ନେହେରୁଙ୍କ ଜୟନ୍ତୀ ପାଳିତ

ପିସିସି ପକ୍ଷରୁ ପଣ୍ଡିତ ନେହେରୁଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର – ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଉତ୍ସବ ଆଜି ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମାଷ୍ଟରକ୍ୟାଂଟିନ ଛକ ନେହେରୁ ପାର୍କ ସ୍ଥିତ ପଣ୍ଡିତ ନେହେରୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ପରେ କଂଗ୍ରେସ ଭବନ ପରିସରରେ ନେହେରୁଜୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ, କଂଗ୍ରେସ ନେତା ଶିବାନନ୍ଦ ରାୟ, ଶୁଭେନ୍ଦୁ ମହାନ୍ତି, ମନୋରଞ୍ଜନ ଦାଶ, ଜ୍ୟୋତିଷ ସାହୁ, ବିଜୟ ଦ୍ୱିବେଦୀ, ସୁବାଷ ସାହୁ, ଦୀପକ ମହାପାତ୍ର, ମନୋରଞ୍ଜନ ରାଉତରାୟ, ସଂଜୟ ମିଶ୍ର, କୁଳମଣି ସାହୁ, କୈଳାସ ସାହୁ, ଜୟକୃଷ୍ଣ ସୁବୁଦ୍ଧି, ସଂକୁନା କହଁର, ମୁନି ଥାପ୍ପା, ତାପସ ସେଠୀ, କପିଳ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking