33.1 C
Bhubaneswar
Friday, May 17, 2024
Homeଓଡିଶାବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ

ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର : ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ । ବିଜେଡି ପ୍ରାଥମିତ ସଦସ୍ୟ ପଦରୁ ଇସ୍ତଫା ଦେଲେ ଅନୁଭବ । ଖଣ୍ଡପଡାରୁ ଟିକେଟ ପାଇଁ ଆଶାୟୀ ଥାଲେ ଅନୁଭବ । ଟିକେଟ ନଦେଇ ଦଳ ପୁଣି ଥରେ ଅନ୍ୟା କରିଛି ବୋଲି କହିଲେ ଅନୁଭବ । ତେବେ ସେ ନିଜ ଇସ୍ତଫା ପତ୍ରରେ ଲେଖିଛନ୍ତି ଦୀର୍ଘ ୪୦ ବର୍ଷ ହେଲା ତାଙ୍କ ପରିବାର ଖଣ୍ଡପଡାରେ ଦଳର ସଙ୍ଗଠକୁ ସୁଦୃଢ କରିବାକୁ ଚେଷ୍ଟିତ ରହିଛନ୍ତି । ପ୍ରତି ନିର୍ବାଚନରେ ମଧ୍ୟ ସେ ଦଳକୁ ଜିତାଇବାକୁ କାମ କରିଛନ୍ତି । ୨୦୨୪ରେ ତାଙ୍କ ପ୍ରତି ଅନ୍ୟାୟ କରାଯାଇଛି ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ ଯେ, ଖଣ୍ଡପଡା ଆସନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଘୋଷଣା କରିଛି । ଏହି ଘøାଷଣାରେ ଖଣ୍ଡପଡା ଆସନରୁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ସାବିତ୍ରୀ ପ୍ରଧାନ । ତେବେ ସାବିତ୍ରୀଙ୍କୁ ଦଳ ପ୍ରାର୍ଥୀ କରିବା ପରେ ସେ ଦଳରୁ ଇସ୍ତଫା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking