ସେପ୍ଟେମ୍ବର ୨୪ରେ ବିବାହ ବନ୍ଧନରେ ବାନ୍ଧି ହେବେ ପରିଣୀତି ଓ ରାଘବ

ନୂଆଦିଲ୍ଲୀ: ସେପ୍ଟେମ୍ବର ୨୪ରେ ବିବାହ ବନ୍ଧନରେ ବାନ୍ଧି ହେବେ ପରିଣୀତି ଓ ରାଘବ । ସେମାନଙ୍କ ବିବାହ କାର୍ଯ୍ୟ ଆରମ୍ଭ ହୋଇସାରିଛି। ସାମ୍ନାକୁ ଆସିଛି ମେହେନ୍ଦି ଫଟୋ । ପରିଣୀତି ଚୋପ୍ରା ଓ ରାଘବ ଚଢାଙ୍କ ବିବାହକୁ ଫ୍ୟାନ୍ସମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି । ବହୁତ ଶୀଘ୍ର ଦୁହେଁ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ବିବାହ କାର୍ଯ୍ୟ ଦିଲ୍ଲୀରେ ଆରମ୍ଭ ହୋଇସାରିଛି । ୧୯ ସେପ୍ଟେମ୍ବରରେ ପରିଣୀତି-ରାଘବଙ୍କ ମେହେନ୍ଦି ସେରେମନି ଥିଲା । ମେହେନ୍ଦି … Continue reading ସେପ୍ଟେମ୍ବର ୨୪ରେ ବିବାହ ବନ୍ଧନରେ ବାନ୍ଧି ହେବେ ପରିଣୀତି ଓ ରାଘବ