18.1 C
Bhubaneswar
Thursday, February 12, 2026
Homeଓଡିଶାଏପ୍ରିଲରୁ ପାର୍ଟ ପ୍ଲଟ ପଞ୍ଜୀକରଣ

ଏପ୍ରିଲରୁ ପାର୍ଟ ପ୍ଲଟ ପଞ୍ଜୀକରଣ

ଭୁବନେଶ୍ୱର: ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ । ରାଜସ୍ୱ ବିଭାଗକୁ ଡ୍ରାଫ୍ଟ ଦେଲା ନଗର ଉନ୍ନୟନ ବିଭାଗ । ଏପ୍ରିଲ ମାସରୁ ରାଜ୍ୟରେ କାର୍ଯ୍ୟକାରୀ ନିଷ୍ପତ୍ତି । ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking