20.1 C
Bhubaneswar
Sunday, December 7, 2025
Homeଓଡିଶାମେଡିକାଲ ଛାତରୁ ଡେଇଁ ରୋଗୀଙ୍କ ଆତ୍ମହତ୍ୟା ଉଦ୍ୟମ

ମେଡିକାଲ ଛାତରୁ ଡେଇଁ ରୋଗୀଙ୍କ ଆତ୍ମହତ୍ୟା ଉଦ୍ୟମ

ସମ୍ବଲପୁର: ମେଡିକାଲ ଛାତରୁ ଡେଇଁ ରୋଗୀଙ୍କ ଆତ୍ମହତ୍ୟା ଉଦ୍ୟମ । ବୁର୍ଲା ଭିମସାରରେ ଅଘଟଣ । ମେଡିକାଲର ପ୍ରଥମ ମହଲାରୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଯୁବକ ଜଣଙ୍କ ବରଗଡ଼ ଜିଲ୍ଲା ବିଜେପୁର ଥାନା ଭାଟିଗାଓଁର ସୁବୀର ସରିଦାର ବୋଲି ଜଣାପଡ଼ିଛି । ତାଙ୍କୁ ଗୁରୁତର ଅବସ୍ଥାରେ ଭିମସାର କାଜୁଆଲଟିରେ ଭର୍ତ୍ତି କରାଯାଇଛି । କାହିଁକି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ସେନେଇ କିଛି ସୂଚନା ମିଳିପାରି ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking