22.1 C
Bhubaneswar
Saturday, February 7, 2026
Homeଓଡିଶାଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ !

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ !

ବଲାଙ୍ଗୀର : କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ହୋଇଛି। ଯାହାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି । ସୂଚନା ଅନୁସାରେ ଜୁନାଗଡ ବ୍ଲକ ମକରସୋଲା ଗାଁର ଦୈମତି ଭୋଈଙ୍କୁ କିଛି ଦିନ ହେବ ଜ୍ବର ହେଉଥିଲା। ଜ୍ବର ବଢିବାରୁ ସନ୍ଧ୍ୟା ସମୟରେ ତାଙ୍କୁ ପରିବାର ଲୋକେ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଚିକିତ୍ସାଳୟରେ ଅବହେଳା ଯୋଗୁଁ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଥିଲେ। ଯାହାକୁ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ଦେଖିବାକୁ ମିଳିଥିଲା। ଖବର ପାଇ ଟାଉନ ଥାନା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking