ଭୁବନେଶ୍ୱର : ଆଜି ସନ୍ଧ୍ୟାରୁ ୧୨ ତାରିଖ ସନ୍ଧ୍ୟା ଯାଏଁ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ ପ୍ରଭାତୀ ଭାରତୀୟ ଦିବସ ପ୍ରଦର୍ଶନୀ । ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ପ୍ରଦର୍ଶନୀ ଖୋଲା ରହିବ । ସାଧାରଣ ଲୋକ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଖୋଲା ରହିବ । ବିଭିନ୍ନ ଗ୍ୟାଲେରୀର ଷ୍ଟଲ ବୁଲି ଦେଖିପାରିବେ ଲୋକ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ।