19.1 C
Bhubaneswar
Wednesday, February 11, 2026
Homeଓଡିଶାପିସିସି ଗଠନ କଲା ମାଇନିଂ କମିଟି

ପିସିସି ଗଠନ କଲା ମାଇନିଂ କମିଟି

ଭୁବନେଶ୍ୱର: ସୁନ୍ଦରଗଡ଼ ଜିଲ୍ଲାରେ ହୋଇଥିବା ଖଣି ଅନିୟମିତତା ଓ ଖଣି ଅଂଚଳର ଅଧିବାସୀ ମାନଙ୍କର ସମସ୍ୟା ସମ୍ପର୍କରେ ଅନୁଧ୍ୟାନ କରିବାପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଏକ “ମାଇନିଂ କମିଟି” ଗଠନ କରିଛନ୍ତି। ଏହି କମିଟିରେ ବିଧାୟକ ଶ୍ରୀ ତାରା ପ୍ରସାଦ ବାହିନୀପତି ଅଧ୍ୟକ୍ଷ ରହିଥିବା ବେଳେ ବିଧାୟକ ଶ୍ରୀ ସିଏସ ରାଜନ ଏକ୍କା, ବିଧାୟକ ଶ୍ରୀ ଅଶୋକ ଦାସ, ବିଧାୟକ ଶ୍ରୀ ସତ୍ୟଜିତ ଗମାଙ୍ଗୋ ଏବଂ ବିଧାୟକ ଶ୍ରୀ ସାଗର ଚରଣ ଦାସ ସଭ୍ୟ ଭାବରେ ରହିଛନ୍ତି ବୋଲି ପ୍ରଦେଶ କଂଗ୍ରେସ ପ୍ରଶାସକ ଶ୍ରୀ ସମିର କୁମାର ରାଉତରାୟ ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking