ରାଜ୍ୟରେ ବଢିଛି ମୁଣ୍ଡପିଛା ଆୟ

ଭୁବନେଶ୍ୱର: ବଜେଟ ଆସିବା ପୂର୍ବରୁ ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ । ଜାତୀୟ ସ୍ତରଠୁ ବୃଦ୍ଧି ପାଇଛି ରାଜ୍ୟର ମୁଣ୍ଡ ପିଛା ଆୟ । ୨୦୨୫-୨୬ରେ ରାଜ୍ୟର ମୁଣ୍ଡପିଛା ଆୟରେ ୯.୨% ଅଭିବୃଦ୍ଧି ରହିଛି । ଜାତୀୟ ଅଭିବୃଦ୍ଧି ହାର ୬.୯ ଥିବା ବେଳେ ଓଡିଶାରେ ଅଭିବୃଦ୍ଧି ହାର ୯.୨% ପ୍ରତିଶତ ରହିଛି । ୯.୨% ଅଭିବୃଦ୍ଧି ସହ ରାଜ୍ୟରେ ମୁଣ୍ଡପିଛା ଆୟ ୧, ୮୬, ୭୬୧ ଟଙ୍କା ରହିଛି । ଅର୍ଥ ବ୍ୟବସ୍ଥାରେ କୃଷି ଓ … Continue reading ରାଜ୍ୟରେ ବଢିଛି ମୁଣ୍ଡପିଛା ଆୟ