18.1 C
Bhubaneswar
Saturday, December 6, 2025
Homeଓଡିଶା ଖୁବଶୀଘ୍ର ସ୍ଥାୟୀ ଅଧ୍ୟାପକ ନିଯୁକ୍ତି: ମନ୍ତ୍ରୀ

 ଖୁବଶୀଘ୍ର ସ୍ଥାୟୀ ଅଧ୍ୟାପକ ନିଯୁକ୍ତି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଖୁବଶୀଘ୍ର ନିଯୁକ୍ତି ପାଇବେ  ସ୍ଥାୟୀ ଅଧ୍ୟାପକ । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି କହିଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ତା ପୂର୍ବରୁ ଅନୁଦାନପ୍ରାପ୍ତ କଲେଜରେ ଶିକ୍ଷାଦାନ କରିବେ ଅବସରପ୍ରାପ୍ତ ଅଧ୍ୟାପକ । ୪୮୮ ଓ ୬୬୨ ବର୍ଗ ସରକାରୀ ଅନୁଦାନ ପ୍ରାପ୍ତ କଲେଜରେ ଶିକ୍ଷାଦାନ କରିବେ ।  ଆସନ୍ତା ୩୧ ସୁଦ୍ଧା ଏଚଆଇଏମଏସ ପୋର୍ଟାଲରେ ଆବେଦନ କଲେ ନିଯୁକ୍ତି ମିଳିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking